ମାର୍କ 3:28-29
ମାର୍କ 3:28-29 ODIAOV-BSI
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟ ସନ୍ତାନ-ମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ଵରନିନ୍ଦା କରନ୍ତି, ସେସମସ୍ତ କ୍ଷମା କରାଯିବ; କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନ; ପାପରେ ଦୋଷୀ ଅଟେ।