YouVersion Logo
Search Icon

ମାର୍କ 9:50

ମାର୍କ 9:50 ODIAOV-BSI

ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ଵହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ଵାଦଯୁକ୍ତ କରିବ? ତୁମ୍ଭେମାନେ ଆପଣା ଆପଣାଠାରେ ଲବଣ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ।