YouVersion Logo
Search Icon

ଗୀତସଂହିତା 117

117
ସଦାପ୍ରଭୁଙ୍କ ସ୍ତବଗାନ
1ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର।
2କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Highlight

Share

Copy

None

Want to have your highlights saved across all your devices? Sign up or sign in

Video for ଗୀତସଂହିତା 117