ଗୀତସଂହିତା 121:1-2
ଗୀତସଂହିତା 121:1-2 ODIAOV-BSI
ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ଵଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ? ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ।