ଗୀତସଂହିତା 122:6-8
ଗୀତସଂହିତା 122:6-8 ODIAOV-BSI
ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୁରକ୍ଷା ହେଉ। ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।