YouVersion Logo
Search Icon

ଗୀତସଂହିତା 128

128
ବାଧ୍ୟତାର ପୁରସ୍କାର
ଆରୋହଣ-ଗୀତ।
1ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
2କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;
3ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;
4ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
5ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ;
6ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ।

Highlight

Share

Copy

None

Want to have your highlights saved across all your devices? Sign up or sign in

Video for ଗୀତସଂହିତା 128