ଗୀତସଂହିତା 133
133
ଭ୍ରାତୃ ପ୍ରେମ
ଆରୋହଣ ଗୀତ, ଦାଉଦଙ୍କ ରଚିତ।
1ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର !
2ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ଵରୂପ, ଯାହା ଦାଢ଼ିରେ, ଅର୍ଥାତ୍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।
3ତାହା ହର୍ମୋଣର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନ; ଜୀବନ ଆଜ୍ଞା କଲେ।
Currently Selected:
ଗୀତସଂହିତା 133: ODIAOV-BSI
Highlight
Share
Copy

Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.