YouVersion Logo
Search Icon

ଗୀତସଂହିତା 134

134
ସଦାପ୍ରଭୁଙ୍କ ସ୍ତୁତି ଗାନ
ଆରୋହଣ ଗୀତ।
1ଦେଖ, ହେ ସଦାପ୍ରଭୁଙ୍କ ଦାସ- ସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
2ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର।
3ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।

Highlight

Share

Copy

None

Want to have your highlights saved across all your devices? Sign up or sign in

Video for ଗୀତସଂହିତା 134