ଯିଖରୀୟ 4:10
ଯିଖରୀୟ 4:10 ODIAOV-BSI
କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍, ସମୁଦାୟ ପୃଥିବୀ ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।