ଦ୍ଵିତୀୟ ବିବରଣ 31:6
ଦ୍ଵିତୀୟ ବିବରଣ 31:6 ODIAOV-BSI
ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ତ୍ରାସଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।









