YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 11:6-7

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 11:6-7 ORYIRV

ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ। ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”