YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 12:2-3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 12:2-3 ORYIRV

ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ। ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”