YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:10

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:10 ORYIRV

ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।