YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:8

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:8 ORYIRV

ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।