YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 14:22-23

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 14:22-23 ORYIRV

ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ, ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ।