YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:17

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:17 ORYIRV

ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ ?”