YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 18:14

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 18:14 ORYIRV

ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।