YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 18:26

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 18:26 ORYIRV

ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।”