YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 21:17-18

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 21:17-18 ORYIRV

ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା ? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି। ତୁମ୍ଭେ ଠିଆ ହୋଇ ବାଳକଙ୍କୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା।”