YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:12

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:12 ORYIRV

ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”