YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:15

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:15 ORYIRV

ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”