YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 8:11

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 8:11 ORYIRV

ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।