YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:2 ORYIRV

ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।