YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:6

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:6 ORYIRV

ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।