ଯୋହନ 17:20-21
ଯୋହନ 17:20-21 ORYIRV
ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋ'ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି, ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ ।