YouVersion Logo
Search Icon

ଲୂକ 13:11-12

ଲୂକ 13:11-12 ORYIRV

ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରି ପାରୁ ନ ଥିଲା । ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ ।