ଲୂକ 4:5-8
ଲୂକ 4:5-8 ORYIRV
ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା । ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଏୗଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ । ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ । ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣ ଈଶ୍ୱରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ ।