YouVersion Logo
Search Icon

ଲୂକ 5:5-6

ଲୂକ 5:5-6 ORYIRV

ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି । ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା ।