YouVersion Logo
Search Icon

ମାଥିଉ 1:18-19

ମାଥିଉ 1:18-19 ORYIRV

ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା । ତାହାଙ୍କ ମାତା ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା । ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ ।

Video for ମାଥିଉ 1:18-19