YouVersion Logo
Search Icon

ମାଥିଉ 2:12-13

ମାଥିଉ 2:12-13 ORYIRV

ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ । ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, "ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ ।"