YouVersion Logo
Search Icon

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 3:12-13

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 3:12-13 ORYIRV

“ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ। କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହିଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର; ଆମ୍ଭେ ସଦାପ୍ରଭୁ ଅଟୁ।”

Free Reading Plans and Devotionals related to ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 3:12-13