YouVersion Logo
Search Icon

ଲୂକ 3:4-6

ଲୂକ 3:4-6 ODCLBSI

ଭାବବାଦୀ ଯିଶାଇୟଙ୍କ ପୁସ୍ତକରେ ଉଲ୍ଲେଖ ଅଛି: “କେହି ଜଣେ ମରୁଭୂମିରେ ଚିକ୍ରାର କରି କହୁଛନ୍ତି, ‘ପ୍ରଭୁଙ୍କ ନିମନ୍ତେ ପଥ ପ୍ରସ୍ତୁତ କର; ତାଙ୍କର ଯାତ୍ରା ନିମନ୍ତେ ଏକ ସଳଖ ପଥ ନିର୍ମାଣ କର! ପ୍ରତ୍ୟେକ ଉପତ୍ୟକାକୁ ପୂର୍ଣ୍ଣ କରାଯାଉ, ପାହାଡ଼ ଓ ପର୍ବତଗୁଡ଼ିକୁ ସମତଳ କରାଯାଉଏ ବକ୍ର ମାର୍ଗ ସବୁ ସଳଖ କରାଯାଉ ଓ କଙ୍କରିତ ପଥ ସବୁକୁ ମସୃତ କରାଯାଉ। ସମଗ୍ର ମାନବ ଜାତି ଈଶ୍ୱରଙ୍କ ପରିତ୍ରାଣର ଯୋଜନା ଦେଖିବେ’।”