YouVersion Logo
Search Icon

ମାଥିଉଲିଖିତ ସୁସମାଚାର 13:44

ମାଥିଉଲିଖିତ ସୁସମାଚାର 13:44 ODCLBSI

“ଦିନେ ଜଣେ ଲୋକ କ୍ଷେତରେ ଖୋଳୁ ଖୋଳୁ ପୋତା ହୋଇଥିବା ଧନ ପାଇଲା। ସେ ତାକୁ ଘୋଡ଼ାଇ ପକାଇଲା। ଆଉ ଆନନ୍ଦରେ ନିଜର ସବୁ ସମ୍ପତ୍ତି ବିକି ଦେଇ ସେହି ଜମିନେଲା। ସ୍ୱର୍ଗରାଜ୍ୟ ଏହି ପୋତା ଧନ ପରି।