YouVersion Logo
Search Icon

ମାଥିଉଲିଖିତ ସୁସମାଚାର 14:18-19

ମାଥିଉଲିଖିତ ସୁସମାଚାର 14:18-19 ODCLBSI

ଯୀଶୁ କହିଲେ, “ସେତକ ମୋ’ ପାଖକୁ ନେଇ ଆସ।” ଲୋକମାନଙ୍କୁ ଘାସ ଉପରେ ବସିବାକୁ କହି ଯୀଶୁ ସେହି ପଞ୍ଚଟି ରୋଟୀ ଓ ଦୁଇଟି ମାଛକୁ ନେଲେ ଓ ସ୍ୱର୍ଗଆଡ଼କୁ ଚାହିଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ। ପୁଣି ସେ ରୋଟୀଗୁଡ଼ିକୁ ଖଣ୍ଡ ଖଣ୍ଡ କରି ଶିଷ୍ୟମାନଙ୍କ ହାତକୁ ବଢ଼ାଇ ଦେଲେ। ଶିଷ୍ୟମାନେ ସେହିସବୁ ନେଇ ଲୋକମାନଙ୍କ ଭିତରେ ବାଣ୍ଟିଦେଲେ।