ମାଥିଉଲିଖିତ ସୁସମାଚାର 26:26
ମାଥିଉଲିଖିତ ସୁସମାଚାର 26:26 ODCLBSI
ସେମାନେ ଭୋଜନ କରିବା ସମୟରେ ଯୀଶୁ ଗୋଟିଏ ରୋଟୀ ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଏବଂ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, “ଏହା ମୋର ଶରୀର।”