YouVersion Logo
Search Icon

ମାଥିଉଲିଖିତ ସୁସମାଚାର 26:39

ମାଥିଉଲିଖିତ ସୁସମାଚାର 26:39 ODCLBSI

ଯୀଶୁ ଅଳ୍ପ ଦୂରକୁ ଯାଇ ଭୂମିରେ ମୁହଁ ମାଡ଼ି ପ୍ରାର୍ଥନା କଲେ, “ପିତଃ! ଯଦି ସମ୍ଭବ ହୁଏ, ଏହି ଦୁଃଖଭୋଗର ପାନପାତ୍ର ମୋ’ଠାରୁ ଦୂରେଇ ନିଅ, କିନ୍ତୁ ମୋର ଇଚ୍ଛା ନୁହେଁ, ତୁମର ଇଚ୍ଛା ପୂରଣ ହେଉ।”