YouVersion Logo
Search Icon

ମାର୍କଲିଖିତ ସୁସମାଚାର 12:41-42

ମାର୍କଲିଖିତ ସୁସମାଚାର 12:41-42 ODCLBSI

ଦିନେ ଯୀଶୁ ମନ୍ଦିରର ଦାନ ଦେବା ସ୍ଥାନ ନିକଟରେ ବସିଥିଲେ। ଲୋକମାନେ ଆସି ସେଠାରେ ରଖାଯାଇଥିବା ବାକ୍ସରେ ଦାନ ପକାଉଥିବା ସେ ନିରୀକ୍ଷଣ କରୁଥିଲେ। ଧନୀ ଲୋକମାନେ ସେଥିରେ ଅନେକ ଟଙ୍କା ପକାଉଥିଲେ। ସେତେବେଳେ ଜଣେ ଗରିବ ବିଧବା ସେଠାକୁ ଆସି କେବଳ ଦୁଇଟି ଛୋଟ ତମ୍ବା ମୁଦ୍ରା ସେହି ବାକ୍ସରେ ପକାଇଲା।

Video for ମାର୍କଲିଖିତ ସୁସମାଚାର 12:41-42