YouVersion Logo
Search Icon

ମାର୍କଲିଖିତ ସୁସମାଚାର 13:7

ମାର୍କଲିଖିତ ସୁସମାଚାର 13:7 ODCLBSI

ନିକଟବର୍ତ୍ତୀ ଯୁଦ୍ଧର ଶବ୍ଦ ବା ଦୂରବର୍ତ୍ତୀ ଯୁଦ୍ଧର ସମ୍ବାଦ ଶୁଣି ତୁମ୍ଭେମାନେ ଆତଙ୍କିତ ହୁଅ ନାହିଁ। ଏଭଳି ଅନେକ ଘଟଣା ନିଶ୍ଚୟ ଘଟିଯିବ। କିନ୍ତୁ ଏହାର ଅର୍ଥ ନୁହେଁ ଯେ ଅନ୍ତିମକାଳ ଉପସ୍ଥିତ।