YouVersion Logo
Search Icon

ମାର୍କଲିଖିତ ସୁସମାଚାର 15:34

ମାର୍କଲିଖିତ ସୁସମାଚାର 15:34 ODCLBSI

ଅପରାହ୍ନ ତିନିଟାବେଳେ ଯୀଶୁ ଉଚ୍ଚସ୍ୱରରେ କହଲେ, “ଏଲୋହୀ, ଏଲୋହୀ, ଲାମା ଶବକ୍ଥାନୀ।” ଅର୍ଥାତ୍, “ହେ ମୋର ଈଶ୍ୱର, ହେ ମୋର ଈଶ୍ୱର, ମୋତେ କାହିଁକି ପରିତ୍ୟାଗ କରିଛ?”