ମାର୍କଲିଖିତ ସୁସମାଚାର 2:4
ମାର୍କଲିଖିତ ସୁସମାଚାର 2:4 ODCLBSI
କିନ୍ତୁ ଲୋକ ଭିଡ଼ ହେତୁ ସେମାନେ ତାକୁ ଯୀଶୁଙ୍କ ପାଖକୁ ଆଣି ପାରିଲେ ନାହିଁ। ତେଣୁ ଯୀଶୁ ଯେଉଁଠାରେ ଥିଲେ, ଠିକ୍ ତା’ ଉପର ଛାତକୁ ଖୋଲିଦେଲେ ଏବଂ ସେହି ବାଟେ ରୋଗୀଟିକୁ ବିଛଣାରେ ଶୁଆଇ ତଳକୁ ଓହ୍ଲାଇ ଦେଲେ।