YouVersion Logo
Search Icon

ମାର୍କଲିଖିତ ସୁସମାଚାର 6:34

ମାର୍କଲିଖିତ ସୁସମାଚାର 6:34 ODCLBSI

ଯୀଶୁ ନୌକାରୁ ଓହ୍ଲାଇ ଏହି ବିରାଟ ଜନତାକୁ ଦେଖି ତାଙ୍କ ହୃଦୟ ଦୟାରେ ବିଗଳିତ ହେଲା। କାରଣ ସେମାନେ ଅରକ୍ଷକ ମେଷପଲ ପରି ଥିଲେ। ସେଠାରେ ଯୀଶୁ ସେମାନଙ୍କୁ ଅନେକ ବିଷୟରେ ଶିକ୍ଷା ଦେବାକୁ ଲାଗିଲେ।