YouVersion Logo
Search Icon

ମାର୍କଲିଖିତ ସୁସମାଚାର 7:21-23

ମାର୍କଲିଖିତ ସୁସମାଚାର 7:21-23 ODCLBSI

କାରଣ ତାହାର ହୃଦୟରୁ ଜାତ ଅସତ୍ ଚିନ୍ତା ଦ୍ୱାରା ସେ ନାନା ପ୍ରକାର ନୀତିହୀନ କାର୍ଯ୍ୟ କରିଥାଏ, ଯଥା - ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ ଓ ନାନା ପ୍ରକାର ଦୁଷ୍କର୍ମ - ପ୍ରତାରଣା, ଅଶୋଭନୀୟ ଆଚରଣ, ଈର୍ଷା, କୁତ୍ସାରଟନା, ଅହଙ୍କାର ଓ ମୂଢ଼ତା। ଏ ସମସ୍ତ ଅସତ୍ ବିଷୟ ମନୁଷ୍ୟର ହୃଦୟରୁ ଜାତ ହୋଇ ତାକୁ ଅଶୁଚି କରେ।