YouVersion Logo
Search Icon

ଆଦି ପୁସ୍ତକ 1:14

ଆଦି ପୁସ୍ତକ 1:14 IRVORY

ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ କରିବା ପାଇଁ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।