YouVersion Logo
Search Icon

ଆଦି ପୁସ୍ତକ 1:30

ଆଦି ପୁସ୍ତକ 1:30 IRVORY

ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍‍ ଶାକ ଦେଲୁ,” ତହିଁରେ ସେହିପରି ହେଲା।