YouVersion Logo
Search Icon

ଆଦି ପୁସ୍ତକ 1:9-10

ଆଦି ପୁସ୍ତକ 1:9-10 IRVORY

ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। ପୁଣି, ପରମେଶ୍ୱର ସ୍ଥଳର ନାମ “ପୃଥିବୀ,” ଓ ଜଳରାଶିର ନାମ “ସମୁଦ୍ର” ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।