YouVersion Logo
Search Icon

ଆଦି ପୁସ୍ତକ 3:24

ଆଦି ପୁସ୍ତକ 3:24 IRVORY

ଏହିରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବ ଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।