YouVersion Logo
Search Icon

ଆଦି ପୁସ୍ତକ 7:1

ଆଦି ପୁସ୍ତକ 7:1 IRVORY

ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।