ଲୂକ 3:4-6
ଲୂକ 3:4-6 IRVORY
ଯେପରି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର; ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ; ପୁଣି, ସମସ୍ତ ମନୁଷ୍ୟ ଈଶ୍ବରଙ୍କ ପରିତ୍ରାଣ ଦେଖିବେ।