YouVersion Logo
Search Icon

ଲୂକ 6:29-30

ଲୂକ 6:29-30 IRVORY

ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ବସ୍ତ୍ର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା ମଧ୍ୟ ନେବାକୁ ମନା କର ନାହିଁ। ଯେ କେହି ତୁମ୍ଭକୁ ମାଗେ, ତାହାକୁ ଦିଅ; ଆଉ ଯେ ତୁମ୍ଭର ସମ୍ପତ୍ତି ନେଇଯାଏ, ତାହାଠାରୁ ତାହା ପୁନର୍ବାର ଦାବି କର ନାହିଁ।