ମାଥିଉ 17:17-18
ମାଥିଉ 17:17-18 IRVORY
ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋ ପାଖକୁ ଆଣ।” ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା।